ଓଡ଼ିଶାକୁ ୪ ହଜାର କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପ ଭେଟି

କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡକରୀ ଗୁରୁବାର ଦିନିକିଆ ଓଡ଼ିଶା ଗସ୍ତରେ ଆସି ବିଭିନ୍ନ କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି।

ଏହି ଅବସରରେ ଗଡ଼କରୀ ଓଡ଼ିଶାବାସୀଙ୍କୁ ବଡ଼ ଉପହାର ଦେଇଛନ୍ତି। ସେ ଓଡ଼ିଶାକୁ ୪ ହଜାର କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପ ଭେଟି ଦେଇଛନ୍ତି।

ଏହାସହ ୧୯ଟି ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କରିଛନ୍ତି ଗଡ଼କରୀ। ପୁରୀ-ଭୁବନେଶ୍ୱର ରାସ୍ତା ୬ ଲେନ୍‌ ହେବ ବୋଲି ବଡ଼ ସୂଚନା ଦିଆଯାଇଛି।

Post Views73 Total Count

Apply Now


This will close in 0 seconds

error: Content is protected !!