ମାଡ଼ି ଆସୁଅଛି କାଳବୈଶାଖୀ ବର୍ଷା, ରୁହନ୍ତୁ ସାବଧାନ

ରାଜ୍ୟର ୧୧ ଜିଲାରେ କାଳବୈଶାଖୀ ବର୍ଷା ସମ୍ଭାବନା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ହେଲେ ୭ ଜିଲାକୁ ୨ ଘଣ୍ଟିଆ ରେଡ ଆଲର୍ଟ ଜାରି କଲା ପାଣିପାଗ କେନ୍ଦ୍ର।

କୋରାପୁଟ, କଟକ, ଖୋର୍ଦ୍ଧା, ନୟାଗଡ଼, ଯାଜପୁର, ବାଲେଶ୍ବର, ଗଞ୍ଜାମ ଜିଲାକୁ ରେଡ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ।

ଏହି ଜିଲାଗୁଡିକରେ କାଳବୈଶାଖୀ ବର୍ଷା ସହ ବିଜୁଳି ଘଡ଼ଘଡ଼ି ମାରିବ। ଏହି ସମୟରେ କେହି ବାହାରକୁ ନ ବାହାରିବା ପାଇଁ ପରାମର୍ଶ ଦିଆଯାଇଛି।

Post Views44 Total Count

Apply Now


This will close in 0 seconds

error: Content is protected !!