Related Posts
ସଂସଦ ସୁରକ୍ଷାରେ ତ୍ରୁଟି ପ୍ରସଙ୍ଗରେ ନିଲମ୍ବିତ ୭ କର୍ମଚାରୀ
ଗତକାଲି ଲୋକସଭା ଅଧିବେଶନ ଚାଲିଥିବାବେଳେ, ୨ ଜଣ ଯୁବକ ହଠାତ୍ ଲୋକସଭା ଭିତରକୁ ଲମ୍ଫ ପ୍ରଦାନ କରିଥିଲେ । ଭିଜିଟର…
ଶକ୍ତିଶାଳୀ ବିସ୍ଫୋରଣରେ ଥରିଲା ଦୁବାଇ
ଦୁବାଇରେ ଶକ୍ତିଶାଳୀ ବିସ୍ଫୋରଣ । ଆକାଶରୁ ଖସାଇ ଦିଆଗଲା ଶତ୍ରୁପକ୍ଷର ଡ୍ରୋନ୍ । ଶକ୍ତିଶାଳୀ ବିସ୍ଫୋରଣରେ ଥରିଲା ଦୁବାଇ ।…
ଅବ୍ଦୁଲ୍ଲା ବିନ୍ ତୌକ୍ ଅଲ୍ ମାରିଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ବୈଠକ
ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ୟୁଏଇର କ୍ୟାବିନେଟ୍ ସଦସ୍ୟ ତଥା ଅର୍ଥନୀତି ଏବଂ ପର୍ଯ୍ୟଟନ ମନ୍ତ୍ରୀ ଏବଂ ଅନ୍ତର୍ଜାତୀୟ…

ରାଜ୍ୟରେ ଏପରି ପରିବାର ରହିଛନ୍ତି ଯେଉଁମାନେ ଇନ୍ଦିରା ଆବାସ ପାଇଥିଲେ। ସେଥିଲାଗି ସେମାନେ ଆଉ ପରବର୍ତ୍ତୀ ସମୟରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ପାଇବାକୁ ଯୋଗ୍ୟ ହୋଇପାରିନାହାନ୍ତି। ସେତେବେଳେ ସେମାନେ ଇନ୍ଦିରା ଆବାସ ଯୋଜନାରେ ୪୮ ହଜାର ଟଙ୍କା ପର୍ଯ୍ୟନ୍ତ ପାଇଥିଲେ। ସେହି ହିତାଧିକାରୀମାନେ ଯେଉଁ ଘର କରିଥିଲେ ସେଗୁଡିକ ମଧ୍ୟ ଭାଙ୍ଗିଗଲାଣି।
