ଡରାଉଛି କରୋନା । ବର୍ତ୍ତମାନ କଟକରେ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କଟକରେ ପ୍ରଥମ କୋଭିଡ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୪୫ ବର୍ଷୀୟ ଜଣେ ବ୍ୟକ୍ତି କୋଭିଡ ପଜିଟିଭ ହୋଇଥିବା ଟେଷ୍ଟରୁ ଜଣା ପଡିଛି ।ସେ ଗତ କିଛି ଦିନ ଧରି ଥଣ୍ଡାଜ୍ୱରରେ ପୀଡ଼ିତ ଥିଲେ । କୋଭିଡ ଟେଷ୍ଟ୍ କରାଇବାରୁ ସେ ପଜିଟିଭ ଚିହ୍ନଟ ହୋଇଛନ୍ତି ।


