Highlightsଜାତୀୟସ୍ୱତନ୍ତ୍ର ବିଶ୍ବର ସୁବୁଠୁ ସର୍ବୋଚ୍ଚ ରେଳ ସେତୁ adminJune 6, 2025 ନିର୍ମାଣ ହୋଇଛି ବିଶ୍ବର ସବୁଠାରୁ ଉଚ୍ଚତମ ରେଳସେତୁ। ଚେନାବ୍ ନଦୀ ଉପରେ ନିର୍ମିତ ବିଶ୍ବର ସବୁଠୁ ଉଚ୍ଚ ରେଳସେତୁର ଆଜି ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ ମୋଦୀ । ଅଞ୍ଜିଠାରେ ପ୍ରଥମ କେବଲ୍ ବ୍ରିଜର ମଧ୍ୟ କରିବେ ଉଦଘାଟନ । ୨ ବନ୍ଦେ ଭାରତ ଟ୍ରେନର ମଧ୍ୟ ଉଦଘାଟନ ହେବ । ଜମ୍ମୁ କାଶ୍ମୀରକୁ ୪୪ ହଜାର କୋଟିର ଉପହାର ମିଳିଛି ଏହାର ଉଚ୍ଚତା ୧୯୩ ମିଟର, ଦୈର୍ଘ୍ୟ ୭୨୫ ମିଟର ଥିବା ବେଳେ ୨୯୦ ମିଟର ମେନ ସ୍ପାନ୍ ରହିଛି । ଏହି ବ୍ରିଜ୍ ଜମ୍ମୁ କାଶ୍ମୀରର କଟ୍ରା ଓ ରଆସି ଜିଲ୍ଲାକୁ ସଂଯୋଗ କରିବ । ଏଥିସହ ଦୁଇଟି ବନ୍ଦେ ଭାରତ ଟ୍ରେନର ମଧ୍ୟ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ । ଏହାଦ୍ବାରା ଶ୍ରୀନଗରରକୁ ପ୍ରଥମ ସେମି ହାଇସ୍ପିଡ୍ ଟ୍ରେନ୍ ଗଡ଼ିବ । ଫଳରେ ମାତ୍ର ୩ ଘଣ୍ଟା ମଧ୍ୟରେ କଟ୍ରାରୁ ଶ୍ରୀନଗର ଯାତ୍ରା ସମ୍ଭବ ହୋଇପାରିବ । ମୋଟ ଉପରେ ଜମ୍ମୁ କାଶ୍ମୀରକୁ ୪୪ ହଜାର କୋଟିର ରେଳ ପ୍ରକଳ୍ପର ଭେଟି ଦେବେ ନରେନ୍ଦ୍ର ମୋଦୀ । ଦୀର୍ଘ ୭୮ ବର୍ଷ ଧରି ଭାରତର କାଶ୍ମୀରଠାରୁ କନ୍ୟାକୁମାରୀ ପର୍ଯ୍ୟନ୍ତ ସଂଯୋଗ କରିବାକୁ ଭାରତୀୟ ରେଳପଥର ଯେଉଁ ଆଶା ଥିଲା ତାହା ଏହି ରେଳ ବ୍ରିଜ୍ ସହ ସାକାର ହୋଇଛି । 118 Total Count
ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ହୋଇଥିଲା ଷଡ଼ଯନ୍ତ୍ର ! ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ହୋଇଥିବା ମାମଲାରେ ଅଭିଯୋଗକାରୀ କୋର୍ଟରେ ହାଜର ହୋଇ ବୟାନ ଦେଇଛନ୍ତି । ଚାପ ପକାଯାଇ ମାମଲା… December 10, 2024
ସିବିଆଇ ସମନ ପରେ ବରିଷ୍ଠ ଆଇଏଏସ୍ ଅଧିକାରୀ ବିଷ୍ଣୁପଦ ସେଠୀଙ୍କ ଅଡ଼ୁଆ ବଢ଼ିଲା ରାଷ୍ଟ୍ରାୟତ୍ତ ଉଦ୍ୟୋଗ ବ୍ରିଜ୍ ଆଣ୍ଡ୍ ରୁଫ୍ କର୍ପୋରେସନ୍ର ଜିଜିଏମ୍ ଏକ ଠିକାସଂସ୍ଥାରୁ ୧୦ ଲକ୍ଷ ଟଙ୍କା ଲାଞ୍ଚ ନେବା ମାମଲାରେ… December 14, 2024
5 healthy habits that you need to practice It is a long established fact that a reader will be distracted by the readable… August 28, 2022