କାମାକ୍ଷାନଗରରେ ତିଆରି ହେବ ନୂଆ ଆଲୁମୁନିୟମ୍‌ ପ୍ଲାଣ୍ଟ୍‌

କାମାକ୍ଷାନଗରରେ ତିଆରି ହେବ ନୂଆ ଆଲୁମୁନିୟମ୍‌ ପ୍ଲାଣ୍ଟ୍‌ । ଏହାକୁ ନିର୍ମାଣ କରିବା ପାଇଁ ନିବେଶ ହେବ ୧ ଲକ୍ଷ ୨୮ ହଜାର କୋଟି ଟଙ୍କା । ପ୍ରାୟ ୪୦ ହଜାର ଯୁବକ ଯୁବତୀଙ୍କୁ ମିଳିବ ରୋଜଗାର ।

ଗତ ୧୬ ତାରିଖରେ ଏଥିପାଇଁ ଅନୁମୋଦନ ଦେଇଛନ୍ତି ରାଜ୍ୟ ସରକାର । ଖୁବ୍‌ ଶୀଘ୍ର ପ୍ରଧାନମନ୍ତ୍ରୀ କିମ୍ବା ମୁଖ୍ୟମନ୍ତ୍ରୀ ଏହାର ଶିଳାନ୍ୟାସ କରିବେ ।

ସେହିପରି ସୋଲାର ପ୍ରୋଜେକ୍ଟ କମ୍ପାନି ଢେଙ୍କାନାଳ ଛାଡିବା କଥାକୁ ଖଣ୍ଡନ କରିଛନ୍ତି ମନ୍ତ୍ରୀ । କହିଛନ୍ତି , ଓଡ଼ିଶା ଛାଡିବା ନେଇ କମ୍ପାନି କେବେ କହି ନ ଥିଲା । କାମ ଆରମ୍ଭ ହୋଇ ସାରିଥିବା ବେଳେ କିଛି ଲୋକ ଏହାକୁ ଭୁଲ ପ୍ରଚାର କରୁଛନ୍ତି ବୋଲି କହିଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ ।

Post Views69 Total Count

Apply Now


This will close in 0 seconds

error: Content is protected !!