ବାଲେଶ୍ୱର ଏଫଏମ୍ କଲେଜରେ ଆତ୍ମହତ୍ୟା ଉଦ୍ୟମ କରିଥିବା ଛାତ୍ରୀଙ୍କ ଭୁବନେଶ୍ୱର ଏମ୍ସରେ ମୃତ୍ୟୁ ଘଟିଛି । ଏମ୍ସ ବର୍ଣ୍ଣ ୱାର୍ଡରେ ଜୀବନ ସହ ସଂଘର୍ଷ କରୁଥିଲେ ପୀଡ଼ିତା । ତାଙ୍କ ଶରୀରର ୯୫ ପ୍ରତିଶତ ପୋଡ଼ିଯାଇଥିଲା । ଛାତ୍ରୀଙ୍କ ଅବସ୍ଥା ଅତି ସଙ୍କଟାପନ୍ନ ରହିଥିଲା । ଏହାସହ ଆଗାମୀ ୨୪ ଘଣ୍ଟା ବେଶ ଗୁରୁତ୍ବପୂର୍ଣ୍ଣ ବୋଲି ଏମ୍ସ ନିର୍ଦ୍ଦେଶକ ଡାକ୍ତର ଆଶୁତୋଷ ବିଶ୍ବାସ ପୂର୍ବରୁ ସୂଚନା ଦେଇଥିଲେ । ହେଲେ ବର୍ତ୍ତମାନ ଛାତ୍ରୀ ଜଣକଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି ।
Related Posts
ଛାତ୍ରବାସରେ ରାଗିଂ ଅଭିଯୋଗରେ ୧୦ ଜଣ ତୃତୀୟ ବର୍ଷ ଛାତ୍ରଙ୍କୁ ହଷ୍ଟେଲ ଛାଡିବାକୁ ନିର୍ଦ୍ଦେଶ
ରେଭେନ୍ସା ବିଶ୍ବବିଦ୍ୟାଳୟ ଛାତ୍ରବାସରେ ରାଗିଂ ଅଭିଯୋଗ । ଇଷ୍ଟ ହଷ୍ଟେଲ୍ର ପ୍ରଥମ ବର୍ଷ ଅନ୍ତେବାସୀଙ୍କୁ ତୃତୀୟ ବର୍ଷ ଅନ୍ତେବାସୀ ରାଗିଂ…
ଆଇଆରସି ଭିଲେଜ ରେ କ୍ରୁତି କଫିର ନୂତନ କାଫେ
ଭୁବନେଶ୍ୱର: ଭାରତର ପ୍ରମୁଖ ପୁରସ୍କାର ବିଜେତା ସ୍ପେଶାଲିଟି କଫି ବ୍ରାଣ୍ଡ ମଧ୍ୟରୁ ଗୋଟିଏ, ଯାହା ଓଡ଼ିଶାରୁ କଫିକୁ ବିଶ୍ୱ ସ୍ତରରେ…
ସୁନ୍ଦରଗଡ ସାଂସଦ ଜୁଏଲ ଓରାମଙ୍କ ଗାଡି ଦୁର୍ଘଟଣାଗସ୍ତ, ବାଇକ ଆରୋହୀ ମୃତ
ସୁନ୍ଦରଗଡ ସାଂସଦ ଜୁଏଲ ଓରାମଙ୍କ ଗାଡି ଦୁର୍ଘଟଣାଗ୍ରସ୍ତ । ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ନିକଟ ରେକୁଳା ଗାଁ ନିକଟରେ ସାଂସଦଙ୍କ…

