ବିଜେଡି କର୍ପୋରେଟର ଅମରେଶ ଜେନାଙ୍କ ନାଁରେ ସାଙ୍ଘାତିକ ଅଭିଯୋଗ

ବିଜେଡି କର୍ପୋରେଟର ଅମରେଶ ଜେନାଙ୍କ ନାଁରେ ସାଙ୍ଘାତିକ ଅଭିଯୋଗ । ଲକ୍ଷ୍ମୀସାଗର ଥାନାରେ ଯୁବତୀଙ୍କ ସଙ୍ଗିନ ଅଭିଯୋଗ । ବିବାହ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିଥିବା ଥାନାରେ ଅଭିଯୋଗ କରିଛନ୍ତି ଯୁବତୀ ।

ମାମଲା ରୁଜୁ ସହ ଯୁବତୀଙ୍କ ବୟାନ ରେକର୍ଡ କରିଛି ପୁଲିସ । ହତ୍ୟା ଧମକ ଦିଆଯାଉଥିବା ଅଭିଯୋଗ କରିଛନ୍ତି ଯୁବତୀ । ତା ସହ ଭ୍ରୂଣ ହତ୍ୟା ଅଭିଯୋଗ ମଧ୍ୟ ଆଣିଛନ୍ତି ।

Post Views2 Total Count

Apply Now


This will close in 0 seconds

error: Content is protected !!