ଆରପାରିରେ ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବୁ ସୋରେନ

୮୧ ବର୍ଷ ବୟସରେ ଶେଷ ନିଶ୍ବାସ ତ୍ୟାଗ କଲେ ଶିବୁ ସୋରେନ । ଦିଲ୍ଲୀର ଗଙ୍ଗାରାମ ହସ୍ପିଟାଲରେ ଆଖି ବୁଜିଲେ ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବୁ ସୋରେନ

ତେବେ ଦୀର୍ଘଦିନ ଧରି ଅସୁସ୍ଥ ଥିଲେ ଜେଏମଏମର ପ୍ରତିଷ୍ଠାତା । କିଡନୀ ଜନିତ ସମସ୍ୟା ପାଇଁ ସେ ଚିକିତ୍ସିତ ହେଉଥିଲେ । ଆଉ ଶେଷରେ ଚିକିତ୍ସାଧୀନ ଅବସ୍ଥାରେ ଦିଲ୍ଲୀରେ ତାଙ୍କର ଦେହାନ୍ତ ହୋଇଛି । ବାପାଙ୍କ ଦେହାନ୍ତ ନେଇ ସୂଚନା ଦେଲେ ପୁଅ ତଥା ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ । ହେମନ୍ତ ଏବେ ଦିଲ୍ଲୀରେ ଅଛନ୍ତି ।

Post Views33 Total Count

Apply Now


This will close in 0 seconds

error: Content is protected !!