ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ପର୍ବ ନୂଆଖାଇ ପାଇଁ ଧାର୍ଯ୍ୟ ହୋଇଛି ଲଗ୍ନ। ଆସନ୍ତା ୨୮ ତାରିଖକୁ ଲଗ୍ନ ଧାର୍ଯ୍ୟ ହୋଇଥିବାବେଳେ ଏହି ଦିନ ମା’ ସମଲେଇଙ୍କ ପାଖରେ ଲାଗି ହେବ ନବାନ୍ନ। ବ୍ରହ୍ମମଣ୍ଡପ ପଣ୍ଡିତ ମହାସଭା ପକ୍ଷରୁ ଏହି ଲଗ୍ନ ଧାର୍ଯ୍ୟ କରାଯାଇଛି। ୨୮ ତାରିଖ ସକାଳ ୧୦ଟା ୩୩ରୁ ୧୦ଟା ୫୫ ମଧ୍ୟରେ ମା’ଙ୍କ ନିକଟରେ ନବାନ୍ନ ଲାଗି ହେବା ନେଇ ସମୟ ସ୍ଥିରୀକୃତ ହୋଇଛି।
Related Posts
ଆସନ୍ତା ୭ରେ ରାଜ୍ୟର ସମସ୍ତ ବିଦ୍ୟାଳୟ, ମହାବିଦ୍ୟାଳୟ ଓ ବିଶ୍ବବିଦ୍ୟାଳୟରେ ଛାତ୍ରଛାତ୍ରୀମାନେ ଗାଇବେ ‘ବନ୍ଦେ ମାତରମ୍’
ଆସନ୍ତା ୭ ତାରିଖରେ ରାଜ୍ୟର ସମସ୍ତ ବିଦ୍ୟାଳୟ, ମହାବିଦ୍ୟାଳୟ ଓ ବିଶ୍ବବିଦ୍ୟାଳୟରେ ଛାତ୍ରଛାତ୍ରୀମାନେ ‘ବନ୍ଦେ ମାତରମ୍’ ଗାଇବେ। ଏନେଇ ଓଡ଼ିଆ…
ସମୀର ମହାନ୍ତିଙ୍କୁ ମିଳିଲା ନୂଆ ଦାୟିତ୍ୱ
ବିଜେପି ଜାତୀୟ କାର୍ଯ୍ୟକାରୀ କମିଟିରେ ସ୍ଥାନ ପାଇଲେ ସମୀର ମହାନ୍ତି। ପୂର୍ବତନ ବିଜେପି ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତିଙ୍କୁ…
ଆସନ୍ତା କାଲି ୨୦୨୪ ସାଧାରଣ ନିର୍ବାଚନ ଫଳାଫଳ , ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ
ଆସନ୍ତା କାଲି ୨୦୨୪ ସାଧାରଣ ନିର୍ବାଚନର ଫଳାଫଳ ଘୋଷଣା ପାଇଁ ପ୍ରଶାସନ ତରଫରୁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ। ୯- ଢେଙ୍କାନାଳ…

