ନବୀନଙ୍କୁ ଭେଟିଲେ ଭାଇ ପ୍ରେମ୍‍ ପଟ୍ଟନାୟକ

ଭାଇ ନବୀନ ପଟ୍ଟନାୟକଙ୍କୁ ଭେଟିବାକୁ ନବୀନ ନିବାସରେ ପହଞ୍ଚିଛନ୍ତି ବଡ ଭାଇ ପ୍ରେମ ପଟ୍ଟନାୟକ। ନବୀନଙ୍କ ସ୍ୱାସ୍ଥ୍ୟବସ୍ଥା ବୁଝିବାକୁ ଆସିଛନ୍ତି ବୋଲି ସୂଚନା ମିଳିଛି । ଡିହାଇଡ୍ରେସନ କାରଣରୁ ରବିବାର ସନ୍ଧ୍ୟାରେ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ ନବୀନ ପଟ୍ଟନାୟକ। ପ୍ରାୟ ୭୭ଘଣ୍ଟା ପରେ ସୁସ୍ଥ ହୋଇ ନବୀନ ନିବାସ ଫେରିଥିଲେ। ଶରୀରରେ ଜଳୀୟ ଅଂଶ କମିଯିବାରୁ ନବୀନଙ୍କର ସ୍ୱାସ୍ଥ୍ୟଗତ ସମସ୍ୟା ଉପୁଜିଥିଲା ।

Post Views24 Total Count

Apply Now


This will close in 0 seconds

error: Content is protected !!