ନବୀନଙ୍କୁ ଭେଟିଲେ ମୋହନ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ନିବାସକୁ ଯାଇଛନ୍ତି।

ନବୀନ ପଟ୍ଟନାୟକଙ୍କ ସ୍ବାସ୍ଥ୍ୟାବସ୍ଥା ସଂପର୍କରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପଚାରିବୁଝିଥିବା କୁହାଯାଉଛି।

ଉଭୟଙ୍କ ମଧ୍ୟରେ ସାକ୍ଷାତ ସମୟରେ ନବୀନଙ୍କ ବଡ଼ଭାଇ ପ୍ରେମ ପଟ୍ଟନାୟକ ମଧ୍ୟ ଉପସ୍ଥିତ ଥିବାର ସୂଚନା ରହିଛି।

ଉଭୟଙ୍କ ମଧ୍ୟରେ ସାକ୍ଷାତ ସମୟରେ ନବୀନଙ୍କ ବଡ଼ଭାଇ ପ୍ରେମ ପଟ୍ଟନାୟକ ମଧ୍ୟ ଉପସ୍ଥିତ ଥିବାର ସୂଚନା ରହିଛି।

Post Views16 Total Count

Apply Now

This will close in 0 seconds

error: Content is protected !!