ବାଲିଯାତ୍ରା ଗ୍ରାଉଣ୍ଡ ‘ନୋ ଡ୍ରୋନ୍‌ ଜୋନ୍‌’ ଘୋଷଣା

ବାଲିଯାତ୍ରା ଗ୍ରାଉଣ୍ଡ ‘ନୋ ଡ୍ରୋନ୍‌ ଜୋନ୍‌’ ଘୋଷଣା କରି ନିର୍ଦ୍ଦେଶନାମା ଜାରି କରିଛନ୍ତି କଟକ ଜିଲାପାଳ। ନଭେମ୍ବର ୧ରୁ ୧୫ ପର୍ଯ୍ୟନ୍ତ ‘ନୋ ଡ୍ରୋନ୍‌ ଜୋନ୍‌’ ଘୋଷଣା କରାଯାଇଛି।

ବାଲିଯାତ୍ରା ଗ୍ରାଉଣ୍ଡଠାରୁ ୫ କିମି ପରିଧି ପାଇଁ କଟକଣା ଜାରି ହୋଇଛି। ପାରା ଗ୍ଲାଇଡର୍ସ, ପାରା ମୋଟର୍ସ, ପାଓ୍ବାର ହ୍ୟାଙ୍ଗ ଗ୍ଲାଇଡର୍ସ ଉଡ଼ାଣ ମନା। ମାଇକ୍ରୋ ଲାଇଟ୍‌ ଏୟାରକ୍ରାଫ୍ଟ, ହଟ୍‌ ଏୟାର ବେଲୁନ୍‌, UAV, ଡ୍ରୋନ୍‌ ମନା।

ବାଲିଯାତ୍ରାକୁ ପ୍ରାୟ ୫୦ ଲକ୍ଷ ଲୋକ ଆସିବାକୁ ଥିବାରୁ ସୁରକ୍ଷା ପାଇଁ ପଦକ୍ଷେପ ନିଆଯାଇଛି। ନଭେମ୍ବର ୫ରୁ ୧୨ ପର୍ଯ୍ୟନ୍ତ ଐତିହାସିକ ବାଲିଯାତ୍ରା ଆୟୋଜିତ ହେବ।

Post Views32 Total Count

Apply Now


This will close in 0 seconds

error: Content is protected !!