ଜୟ ଢୋଲକିଆଙ୍କୁ ଭାଜପା ଦେଲା ଟିକେଟ

ନୂଆପଡା ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ଭାଜପା। ସବୁ ଅପେକ୍ଷାର ଅନ୍ତ ଘଟାଇ ଜୟ ଢୋଲକିଆଙ୍କୁ ଭାଜପା ପ୍ରାର୍ଥୀ କରିଛି। ଏନେଇ ବୁଧବାର ବିଧିବଦ୍ଧ ଭାବେ ଜୟଙ୍କ ନାଁ ଭାଜପା ଘୋଷଣା କରିଛି। ଗୁରୁବାର ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଜୟ ଢୋଲକିଆ ନାମାଙ୍କନ ଭରିବେ ବୋଲି ସୂଚନା ମିଳିଛି।

ସେପଟେ ନବୀନ ନିବାସରେ ବିଜେଡିର ପ୍ରାର୍ଥୀ କସରତ। ନବୀନ ନିବାସରେ ପହଞ୍ଚଛନ୍ତି ବିଜେଡିର ବରିଷ୍ଠ ନେତା। ବବି ଦାସ, ସ୍ନେହାଙ୍ଗୀନୀ ଛୁରିଆଁ, ଟୁକୁନି ସାହୁ ପ୍ରମୁଖ ଉପସ୍ଥିତ ଅଛନ୍ତି। ଟିକେଟ୍‌ ଆଶାୟୀ ମନୋଜ ମିଶ୍ର ମଧ୍ୟ ଉପସ୍ଥିତ ଥିବା ଜଣାପଡିଛି।

Post Views8 Total Count

Apply Now


This will close in 0 seconds

error: Content is protected !!