ପ୍ରସିଦ୍ଧ କବି ତଥା ବରିଷ୍ଠ ଭାଜପା ନେତା ଶଙ୍କର ପରିଡ଼ା ପରଲୋକ

ପ୍ରସିଦ୍ଧ କବି ତଥା ବରିଷ୍ଠ ଭାଜପା ନେତା ଶଙ୍କର ପରିଡ଼ା ପରଲୋକ। ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି।

ଏନେଇ ଗୁରୁବାର ପରିବାର ପକ୍ଷରୁ ସୂଚନା ଦିଆଯାଇଛି। ସେ ଅତୀତରେ ପୁରୀ ଜିଲା ଜିଲା ପରିଷଦ ଅଧ୍ୟକ୍ଷ ଭାବେ କାର୍ଯ୍ୟ କରିଥିଲେ।

କିଛି ଦିନ ଧରି ସେ ଫୁସଫୁସ୍‌ କର୍କଟ ରୋଗରେ ପୀଡ଼ିତ ଥିଲେ। ତାଙ୍କର ଏମ୍ସରେ ଚିକିତ୍ସା କରାଯାଉଥିଲା। ଏନେଇ ଜଣାପଡ଼ିବା ପରେ ସାହିତି୍ୟକ, ରାଜନେତା ଏବଂ ବିଭିନ୍ନ ମହଲରେ ଶୋକ ପ୍ରକାଶ କରାଯାଉଛି।

Post Views33 Total Count

Apply Now


This will close in 0 seconds

error: Content is protected !!