କଂଗ୍ରେସରୁ ପୂର୍ବତନ ବିଧାୟକ ମହମ୍ମଦ ମୋକିମ ବହିଷ୍କୃତ

କଂଗ୍ରେସରୁ ପୂର୍ବତନ ବିଧାୟକ ମହମ୍ମଦ ମୋକିମ ବହିଷ୍କୃତ। କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ମହମ୍ମଦ ମୋକିମ ବହିଷ୍କୃତ। ଦଳ ବିରୋଧୀ କାର୍ଯ୍ୟ ପାଇଁ କଂଗ୍ରେସରୁ ବହିଷ୍କୃତ ।

AICC ପକ୍ଷରୁ ନିଆଗଲା କାର୍ଯ୍ୟାନୁଷ୍ଠାନ । ରାହୁଲ ଗାନ୍ଧି ଓ ଖଡ୍ ଗେଙ୍କ ନେତୃତ୍ବ ନେଇ ପ୍ରଶ୍ନ ଉଠାଇଥିଲେ ମୋକିମ । ୪ ଦିନ ତଳେ ସୋନିଆ ଗାନ୍ଧିଙ୍କୁ ଚିଠି ଲେଖିଥିଲେ ମୋକିମ ।

Post Views11 Total Count

Apply Now


This will close in 0 seconds

error: Content is protected !!