ଏଣିକି ଛାତ୍ରୀଛାତ୍ର ବିଦ୍ୟାଳୟକୁ ନିୟମିତ ନ ଗଲେ ଘରକୁ ଯିବେ ସ୍କୁଲ କର୍ତ୍ତୃପକ୍ଷ

ସ୍କୁଲ ଓ ଗଣଶିକ୍ଷା ବିଭାଗ ବଡ଼ ନିଷ୍ପତ୍ତି ନେଇଛି। ଏଣିକି ଛାତ୍ରୀଛାତ୍ର ବିଦ୍ୟାଳୟକୁ ନିୟମିତ ନ ଗଲେ ଘରକୁ ଯିବେ ସ୍କୁଲ କର୍ତ୍ତୃପକ୍ଷ।

ସପ୍ତାହେ ପିଲା ସ୍କୁଲରେ ଅନୁପସ୍ଥିତ ରହିଲେ ଘରକୁ ଶିକ୍ଷକ ଯିବେ। ଏନେଇ ସମସ୍ତ ଡିଇଓ ଓ ବିଇଓଙ୍କୁ ସ୍କୁଲ ଓ ଗଣଶିକ୍ଷା ବିଭାଗ ଚିଠି ଲେଖିଛି।

କାହିଁକି ପିଲା ଅନୁପସ୍ଥିତ ଅଛନ୍ତି ସ୍କୁଲ କର୍ତ୍ତୃପକ୍ଷ ବୁଝିବେ।

Post Views7 Total Count

Apply Now


This will close in 0 seconds

error: Content is protected !!