ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାରଙ୍କ ପରଲୋକ

ରବିବାର ସକାଳ ଓଲିଉଡ ଜଗତ ପାଇଁ ଏକ ଦୁଖଦ ସକାଳ ଥିଲା। ବେଶ କିଛିଦିନ ଧରି ଚିକିତ୍ସାଧିନ ଥିବା ଓଲିଉଡର ଲୋକପ୍ରିୟ ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାରଙ୍କ ପରଲୋକ ହୋଇଛି।

ଏହି ଖବର ପାଇବା ପରେ ସମଗ୍ର ଓଲିଉଡ ଦୁନିଆରେ ଶୋକର ଛାୟା ଖେଳିଯାଇଛି।

ସୂଚନାଯୋଗ୍ୟ,୫୪ ବର୍ଷ ବୟସରେ ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧିନ ଅବସ୍ଥାରେ ଅଭିଜିତଙ୍କ ଦେହାନ୍ତ ହୋଇଛି।

Post Views38 Total Count

Apply Now


This will close in 0 seconds

error: Content is protected !!