ଉଲ୍ଲେଖନୀୟ ସେବା ପାଇଁ ୨୦ ଜଣଙ୍କୁ ମିଳିଲା ପୋଲିସ ପଦକ

ଉଲ୍ଲେଖନୀୟ ସେବା ପାଇଁ ୨୦ ଜଣଙ୍କୁ ମିଳିଲା ପୋଲିସ ପଦକ। ଏହି ପଦକ ରାଜ୍ୟପାଳ ପ୍ରଦାନ କରିଛନ୍ତି। ବର୍ଗ-୧ରେ IPS ନୀତି ଶେଖର, ସତ୍ୟଜିତ ନାୟକଙ୍କୁ ମିଳିଲା ପଦକ।

ବର୍ଗ-୨ରେ ପୁରୀ ଏସ୍ପି ପ୍ରତୀକ ସିଂହଙ୍କୁ ରାଜ୍ୟପାଳ ପଦକ ପ୍ରଦାନ କରାଯାଇଛି।

ଅନ୍ୟପକ୍ଷେ ସାହସିକତା ପାଇଁ ଓଡ଼ିଶାରୁ ୪ ଜଣ ପାଇବେ ପଦକ। ସେମାନେ ହେଲେ DSP ଅତୁଲ କ୍ରିଷ୍ଣା ଦାସ, ASI ପୂର୍ଣ୍ଣଚନ୍ଦ୍ର ପ୍ରଧାନ।

୨ କନଷ୍ଟେବଲ ଘନଶ୍ୟାମ ସାହୁ ଓ ଥବିର ମାଝୀ ମଧ୍ୟ ପାଇବେ ସାହସିକତା ପଦକ । ବିଶିଷ୍ଟ ସେବା ପାଇଁ ଓଡ଼ିଶାରୁ ୨ ଜଣଙ୍କୁ ପଦକ ମିଳିବ।

Post Views46 Total Count

Apply Now


This will close in 0 seconds

error: Content is protected !!