ଏବେ ଠୁ ତାମିଲନାଡୁରେ ବିଜୟଙ୍କ ଯୁଗ

ତାମିଲନାଡୁରେ ବିଜୟଙ୍କ ଯୁଗ । ତାମିଲନାଡୁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଥାଲପତି ବିଜୟ । ୧୯୭୬ ପରେ ପ୍ରଥମ ଅଣଦ୍ରାବିଡ ମୁଖ୍ୟମନ୍ତ୍ରୀ ଭାବେ ନେଲେ ଶପଥ ।

ପଦ ଓ ଗୋପନୀୟତାର ଶପଥ ପାଠ କରାଇଲେ ରାଜ୍ୟପାଳ । ଉପସ୍ଥିତ ଅଛନ୍ତି ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ । ଚେନ୍ନାଇ ନେହେରୁ ଷ୍ଟାଡିୟମରେ ଆୟୋଜିତ ଏହି ଐତିହାସିକ ଶପଥ ସମାରୋହ ହୋଇଛି ।

ବିଜୟଙ୍କ ଦଳକୁ ମିଳିଲା ସମ୍ପୂର୍ଣ୍ଣ ସଂଖ୍ୟା ଗରିଷ୍ଠତା । ୧୩ ତାରିଖ ସୁଦ୍ଧା ବିଧାନସଭାରେ ସଂଖ୍ୟାଗରିଷ୍ଠତାର ପ୍ରମାଣ ଦେବାକୁ ପଡ଼ିବ ବୋଲି ଲୋକଭବନ ପକ୍ଷରୁ ଜାରି ଏକ ବିବୃତିରେ କୁହାଯାଇଛି । ରାଜ୍ୟପାଳ ଟିଭିକେକୁ ସରକାର ଗଠନ ଅନୁମତି ଦେଇଛନ୍ତି ।

Post Views11 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!