ସେପ୍ଟେମ୍ବର ୨୨ରୁ ମୌସୁମୀ ଅଧିବେଶନ

ଆସନ୍ତା ୨୨ ତାରିଖରୁ ମୌସୁମୀ ଅଧିବେଶନ । ସେପ୍ଟେମ୍ବର ୨୨ ତାରିଖରୁ ଚାଲିବ ବିଧାନସଭାର ମୌସୁମୀ ଅଧିବେଶନ । ଅକ୍ଟୋବର ୩ ତାରିଖ ଯାଏଁ ଚାଲିବ ଏହି ଅଧିବେଶନ । ଏଥର ମୌସୁମୀ ଅଧିବେଶନରେ ରହିଛି ୯ଟି କାର୍ଯ୍ୟ ଦିବସ । ଏଥି ମଧ୍ୟରୁ ଗୋଟିଏ ଦିନ ଛୁଟି ରହିଥିବା ବେଳେ ଦୁଇ ଦିନ ନୋ-ମିଟିଂ ଡେ’ ରହିଛି । ଚଳିତ ଥର ମୌସୁମୀ ଅଧିବେଶନରେ ବହୁ ଗୁରୁତ୍ବପୂର୍ଣ୍ଣ ବିଲ୍ ରାଜ୍ୟ ସରକାର ବିଧାନସଭାକୁ ଆଣିବେ ।

Post Views20 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!