ନବୀନ ନିବାସ ଉପରେ ନଜର୍ ନବୀନ ନିବାସରେ ବିଜେଡିର ଗୁରୁତ୍ବପୂର୍ଣ୍ଣ ବୈଠକ ବସିଛି । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବୈଠକ ଜାରି ରହିଛି… April 1, 2024