ଆଜିଠୁ କମ୍ପିବ କଳିଙ୍ଗ, ବିର୍ସାମୁଣ୍ଡା, ଭାରତର ବିଜୟ ଅଭିଯାନ ଲକ୍ଷ୍ୟ

ଆଜିଠୁ କମ୍ପିବ କଳିଙ୍ଗ, ବିର୍ସାମୁଣ୍ଡା । ହକି ବିଶ୍ବକପ ଟୁର୍ଣ୍ଣାମେଣ୍ଟରେ ଡିଫେଣ୍ଡିଂ ଚାମ୍ପିଅନ୍ ଆର୍ଜେଣ୍ଟିନା ଓ ସାଉଥ ଆଫ୍ରିକା ମଧ୍ୟରେ ପ୍ରଥମ ଟକ୍କର ହେବ । ଦିନ ଗୋଟାଏରେ ଆରମ୍ଭ ହେବ ମ୍ୟାଚ୍ । ୩ଟାରେ ଅଷ୍ଟ୍ରେଲିଆ ଓ ଫ୍ରାନ୍ସ ମଧ୍ୟରେ ମ୍ୟାଚ୍ ହେବ ।

ଏହି ଦୁଇଟି ମ୍ୟାଚ୍ କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ହେବ । ସଂଧ୍ୟା ୫ଟାରେ ଇଂଲଣ୍ଡ ଓ ଓ୍ବେଲସ ମଧ୍ୟରେ ଟକ୍କର ହେବ । ୭ଟାରେ ଇଣ୍ଡିଆ ଓ ସ୍ପେନ ମଧ୍ୟରେ ଟକ୍କର ହେବ ।

ଏହି ଦୁଇଟି ମ୍ୟାଚ୍ ରାଉରକେଲାର ବିର୍ସା ମୁଣ୍ଡା ଷ୍ଟାଡିୟମରେ ଅନୁଷ୍ଠିତ ହେବ । ପୁଲ ପର‌୍ୟ୍ୟାୟରେ ଭାରତ ବିଜୟରୁ ଅଭିଯାନ କରିବାକୁ ଲକ୍ଷ୍ୟ ରଖିଛି । ଭାରତ ପୁଲ୍ ଡିରେ ଥିବାବେଳେ ଏହି ପୁଲ୍‌ରେ ସ୍ପେନ ଓ ଇଂଲଣ୍ଡ ଭଳି ଶକ୍ତିଶାଳୀ ଦଳ ଅଛନ୍ତି ।

Post Views3 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!