ଏସିଆନ ଗେମ୍ସ ପୂର୍ବରୁ ଦୂତୀଙ୍କୁ ଝଟକା

ଏସିଆନ ଗେମ୍ସ ପୂର୍ବରୁ ପୂର୍ବରୁ ଭାରତକୁ ଝଟକା । ଧାବିକା ଦୂତି ଚାନ୍ଦ ସାମୟିକ ଭାବେ ସସପେଣ୍ଡ । ଡୋପ୍‌ ଟେଷ୍ଟ ପଜିଟିଭ ଆସିବା ପରେ କାର୍ଯ୍ୟାନୁଷ୍ଠାନ ନେଇଛି ଓ୍ବାଲଡ ଆଣ୍ଟି ଡୋପିଂ ଏଜେନ୍ସି । ନିଷିଦ୍ଧ ସାମଗ୍ରୀ ସେବନ କରିଥିବା ଟେଷ୍ଟରୁ ଜଣାପଡ଼ିଛି ।

ତେବେ ଏନେଇ ଦୂତି ଙ୍କ ପାଖରେ କିଛି ଖବର ନାହିଁ ବୋଲି କହିଛନ୍ତି | ବିଫଳ ହୋଇଥିବା କଥାକୁ ଅସ୍ୱୀକାର କରିଛନ୍ତି । ଦୂତି କହିଛନ୍ତି ଏଭଳି କୌଣସି ଚିଠି ମୋତେ ଏଯାଏଁ ମିଳିନାହିଁ ।

ପ୍ରସାରିତ ଖବର ସମ୍ପୂର୍ଣ୍ଣ ମିଛ । ଡୋପ୍ ଟେଷ୍ଟରେ ବିଫଳ କିମ୍ବା ନିଲମ୍ବିତ ହୋଇଥିବା ନେଇ କର୍ତ୍ତୃପକ୍ଷଙ୍କ ଠାରୁ କୌଣସି ମେଲ୍ ମିଳିନଥିବା କହିଛନ୍ତି ଦୂତି ।

Post Views1 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!