ଜୁନ୍ ୨୦ରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା

ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଜୁନ୍ ୨୦ରେ ଅନୁଷ୍ଠିତ ହେବ। ସେହିପରି ମେ’୧୨ରେ ଭଉଁରୀ ଯାତ୍ରା ଏବଂ ଜୁନ୍ ୪ରେ ସ୍ନାନଯାତ୍ରା ଓ ଗଜାନନ ବେଶ ଅନୁଷ୍ଠିତ ହେବା ନେଇ ନୀତିକାନ୍ତି ସ୍ଥିର ହୋଇଛି।

ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଚୂଡାନ୍ତ ତାଲିକା ପ୍ରକାଶ ପାଇଛି। ତାଲିକା ଅନୁଯାୟୀ, ଏପ୍ରିଲ ୨୩ରେ ପବିତ୍ର ଅକ୍ଷୟ ତୃତୀୟା,ସେହିଦିନ ରଥକାଠ ଅନୁକୂଳ କରାଯିବ।

ଏହି ଦିନ ମଧ୍ୟ ପ୍ରସିଦ୍ଧ ଚନ୍ଦନଯାତ୍ରା ଆରମ୍ଭ ହେବ।

Post Views43 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!