ରେଳପଥର ଅନ୍ୟ ବରିଷ୍ଠ ଅଧିକାରୀଙ୍କ ସହ ଭୁବନେଶ୍ୱର ନୂଆ ରେଳ ଷ୍ଟେଶନ ପରିଦର୍ଶନକରି ବିକାଶମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି ପୂର୍ବତଟ ରେଳପଥର ମହାପ୍ରବନ୍ଧକ ମନୋଜ ଶର୍ମା।
ତେବେ ତୃଣମୂଳ ସ୍ତରରୁ ସ୍ଥାନୀୟ ପ୍ରଶାସନ ସମେତ ସମସ୍ତ ସହଭାଗୀଙ୍କ ସହ ଘନିଷ୍ଠ ସମନ୍ବୟ ରକ୍ଷା କରିବାକୁ ଶର୍ମା ରେଳ ଅଧିକାରୀମାନଙ୍କୁ ଚାଲୁ ରହିଥିବା ପ୍ରସ୍ତାବିତ ବିକାଶମୂଳକ କାର୍ଯ୍ୟ ଶୀଘ୍ର ସମ୍ପାଦନ କରିବାକୁ ସେ ମତ ପ୍ରକାଶ କରିଛନ୍ତି।
ଏପରିକି ଯାତ୍ରୀ ସୁବିଧା ଏବଂ ଟ୍ରେନ୍ ଚଳାଚଳ ସହ ରେଳପଥର ବିଭିନ୍ନ ବିକାଶମୂଳକ କାର୍ଯ୍ୟକଳାପ ଉପରେ ସେ ମଧ୍ୟ ବିସ୍ତୃତ ଆଲୋଚନା କରିଥିଲେ।

