କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବା କାର୍ଯ୍ୟକ୍ରମ ରହିଛି।
ଅମିତ ଶାହା ୨୦୨୨ ଅଗଷ୍ଟ ୮ ରେ ଶେଷ ଥର ପାଇଁ ଓଡିଶା ଗସ୍ତ କରିଥିଲେ। ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବା କାର୍ଯ୍ୟକ୍ରମ ରହିଛି।
ସେ ଲୋକ ସଭା ପ୍ରବାସ କାର୍ଯ୍ୟକ୍ରମ ପାଇଁ ଢେଙ୍କାନାଳ ଏବଂ ଭଦ୍ରକ ଗସ୍ତ କରିବେ।
ସେଠାରେ ବିଭିନ୍ନ ଜନସଭାକୁ ସମ୍ବୋଧନ କରିବା ସହ ଦଳୀୟ କର୍ମକର୍ତ୍ତାଙ୍କ ସହ ଆଲୋଚନା କରିବା କାର୍ଯ୍ୟକ୍ରମ ରହିଛି।

