ନିଲ ମୋହନ ୟୁଟ୍ୟୁବର ନୂଆ ସିଇଓ

ଭାରତୀୟ ବଂଶୋଦ୍ଭବ ନିଲ ମୋହନ ୟୁଟ୍ୟୁବର ନୂଆ ସିଇଓ ହୋଇଚନ୍ତି ।ଏହାପୂର୍ବରୁ ନୀଲ ମୋହନ ୨୦୧୫ରୁ ୟୁଟ୍ୟୁବର ଚିଫ ପ୍ରଡକ୍ଚ ଅଫିସର ଦାୟିତ୍ୱରେ ଥିଲେ ।

ଅନ୍ତର୍ଜାତୀୟ ସ୍ତରରେ ଆଇଟି କମ୍ପାନୀରେ ଭାରତୀୟ ବଂଶୋଦ୍ଭବଙ୍କ ଦବଦବା ରହିଛି । ଏହାରି ଭିତରେ ନିଲ ମୋହନ ମଧ୍ୟ ସାମିଲ ହୋଇଛନ୍ତି ।

ଷ୍ଟାନଫୋର୍ଡ ୟୁନିଭରସିଟିରୁ ନୀଲ ମୋହନ ପାଠ ପଢିଛନ୍ତି । ୯ ବର୍ଷ ଧରି ଏହି ପଦରେ ରହିବା ପରେ ଗତକାଲି ସୁସାନ ୱଜସିକି ଇସ୍ତଫା ଦେଇଛନ୍ତି । ଏହାପରେ ଗୁଗୁଲ ପକ୍ଷରୁ ନିଲ ମୋହନଙ୍କୁ ନିଯୁକ୍ତି ମିଳିିଛି ।

Post Views18 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!