ବିବାହ କରିବେ ସମ୍ବଲପୁର ଜିଲ୍ଲାପାଳ ଅନନ୍ୟା ଦାସ ଓ ବଲାଙ୍ଗିର ଜିଲ୍ଲାପାଳ ଚଞ୍ଚଳ ରାଣା

ବିବାହ କରିବେ ସମ୍ବଲପୁର ଜିଲ୍ଲାପାଳ ଅନନ୍ୟା ଦାସ ଓ ବଲାଙ୍ଗିର ଜିଲ୍ଲାପାଳ ଚଞ୍ଚଳ ରାଣା।ଏହା ହେଉଛି ଉଭୟଙ୍କ ଦ୍ୱିତୀୟ ବିବାହ। ଆସାମର ଝିଅ ଅନନ୍ୟା ପୂର୍ବରୁ ବର୍ତ୍ତମାନର କୋରାପୁଟ ଜିଲ୍ଲାପାଳ ଅବଦୁଲ ଅଖତରଙ୍କ ସହ ବିବାହ କରିଥିଲେ।

ସେହିପରି ଚଞ୍ଚଳ ବର୍ତ୍ତମାନର ରାୟଗଡ଼ା ଜିଲ୍ଲାପାଳ ସ୍ୱଧା ଦେବ ସିଂଙ୍କ ସହ ବିବାହ କରିଥିଲେ। ଉଭୟଙ୍କ ମଧ୍ୟରେ ଛାଡ଼ପତ୍ର ପରେ ପୁଣି ବିବାହ କରୁଛନ୍ତି ଅନନ୍ୟା ଓ ଚଞ୍ଚଳା।

ଗତକାଲି ସରିଛି ଉଭୟ IASଙ୍କ ନିର୍ବନ୍ଧ। ଅନନ୍ୟାଙ୍କ ସମ୍ବଲପୁର ବାସଭବନରେ ଗତକାଲି ପାରମ୍ପରିକ ରୀତିନୀତିରେ ହୋଇଛି ଏନଗେଜମେଣ୍ଟ। ଅନନ୍ୟା ଓ ଚଞ୍ଚଳଙ୍କ ପରିବାର ଏଥିରେ ସାମିଲ ହୋଇଥିଲେ।ତା’ସହ କିଛି ନିକଟତର ବନ୍ଧୁ ଓ ଅଫିସର ବି ଏଥିରେ ଉପସ୍ଥିତ ଥିଲେ।

Post Views1 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!