ପ୍ରଫେସର ପ୍ରସନ୍ନ କୁମାର ସ୍ବାଇଁ ଉତ୍କଳ ସଂସ୍କୃତି ବିଶ୍ବବିଦ୍ୟାଳୟର କୁଳପତି ନିଯୁକ୍ତ

ଉତ୍କଳ ସଂସ୍କୃତି ବିଶ୍ବବିଦ୍ୟାଳୟର କୁଳପତି ବ୍ରହ୍ମପୁର ବିଶ୍ବବିଦ୍ୟାଳୟର ଓଡ଼ିଆ ବିଭାଗ ମୁଖ୍ୟ ପ୍ରଫେସର ପ୍ରସନ୍ନ କୁମାର ସ୍ବାଇଁ ନିଯୁକ୍ତ ହୋଇଛନ୍ତି।

ପ୍ରଫେସର ସ୍ବାଇଁଙ୍କର ୩୧ ବର୍ଷର ଶିକ୍ଷାଦାନ ଅଭିଜ୍ଞତା ଅଛି। ସେ ଦଶଟି ପୁସ୍ତକ ରଚନା କରିଛନ୍ତି ଏବଂ ସଫଳତାର ସହିତ ଦୁଇ ଡିଲିଟ୍, ୧୫ ପିଏଚଡି ଏବଂ ୫୬ ଏମଫିଲ୍ ସ୍କଲାରମାନଙ୍କୁ ଗାଇଡ୍ କରିଛନ୍ତି।

ଓଡ଼ିଶାର ରାଜ୍ୟପାଳ ଏବଂ ବିଶ୍ୱବିଦ୍ୟାଳୟର କୁଳାଧିପତି ପ୍ରଫେସର ଗଣେଶୀ ଲାଲ ତିନି ବର୍ଷ ପାଇଁ ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟର କୁଳପତି ଭାବରେ ପ୍ରଫେସର ପ୍ରସନ୍ନ କୁମାର ସ୍ବାଇଁଙ୍କୁ ନିଯୁକ୍ତ କରିଛନ୍ତି।

Post Views14 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!