ବଦଳିଲା ପିଲାଙ୍କ ପାଠ ପଢ଼ାର ବୟସ ନିୟମ

ଏଣିକି ୬ବର୍ଷରେ କ୍ଲାସ୍ ଓ୍ବାନ୍ ପଢ଼ିବେ ପିଲା। ନୂଆ ଜାତୀୟ ଶିକ୍ଷା ନୀତି ଆଧାରରେ ୬ବର୍ଷ ବୟସରେ ପିଲାଙ୍କର ପ୍ରଥମ ଶ୍ରେଣୀରେ ନାମ ଲେଖାଇବେ ଅଭିଭାବକ।

ଏ ନେଇ ସବୁ ରାଜ୍ୟ କେନ୍ଦ୍ରଶାସିତ ଅଞ୍ଚଳକୁ ନିର୍ଦ୍ଦେଶ ଦିଆଯାଇଛି।

ନୂଆ ନିୟମ ଅନୁପାଳନ କରିବାକୁ ସବୁ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳକୁ ଚିଠି ଲେଖିଛି କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ।

୩ବର୍ଷରୁ ପିଲାଙ୍କୁ ପ୍ଲେ-ସ୍କୁଲ ପଠାଯିବା ସହ ୬ବର୍ଷରେ ପ୍ରଥମ ଶ୍ରେଣୀରେ ନାମ ଲେଖାଇବାକୁ ଚିଠିରେ ଉଲ୍ଲେଖ କରାଯାଇଛି।

Post Views4 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!