ରାସ୍ତାରୁ ହଟିବ ୨୦ ଲକ୍ଷରୁ ଅଧିକ ପୁରୁଣା ଗାଡ଼ି

ରାଜ୍ୟରେ ୮୦ ଲକ୍ଷ ୨୦ ହଜାର ୫୦୦ ଗାଡ଼ିର ଫିଟନେସ ରହିଛି । ଫିଟନେସ ନଥିବା ଗାଡ଼ିକୁ ସ୍କ୍ରାପ ପାଇଁ ରାଜ୍ୟ ସରକାର ସ୍କ୍ରାପ ପଲିସି ୨୦୨୨ର ପ୍ରଣୟନ କରିଛନ୍ତି ।

ଏନେଇ ଗୃହରେ ସୂଚନା ଦେଇଛନ୍ତି ପରିବହନ ମନ୍ତ୍ରୀ ଟୁକୁନି ସାହୁ । ବିଜେପି ବିଧାୟିକା କୁସୁମ ଟେଟେଙ୍କ ଅଣତାରକା ପ୍ରଶ୍ନର ଲିଖିତ ଉତର ରଖିଛନ୍ତି ମନ୍ତ୍ରୀ ଟୁକୁନି ସାହୁ ।

ସେହିପରି ରାସ୍ତାରୁ ହଟିବ ୨୦ ଲକ୍ଷରୁ ଅଧିକ ପୁରୁଣା ଗାଡ଼ି । ୧୫ ବର୍ଷରୁ ଉଦ୍ଧ୍ୱର୍ ଫିଟନେସ ନଥିବା ଗାଡ଼ି ଗୁଡ଼ିକୁ ସ୍କ୍ରାପ କରାଯିବ । ଏଥିମଧ୍ୟରୁ ସର୍ବାଧିକ ୧୨ ଲକ୍ଷ ୯୯ ହଜାର ୩୫୧ଟି ମଟର ସାଇକେଲ ଓ ସ୍କୁଟର ରହିଛି । ମାର୍ଚ୍ଚ ୧୫ ତାରିଖ ସୁଦ୍ଧା ଏହି ଗାଡ଼ିକୁ ସ୍କ୍ରାପ କରିବାକୁ ନିଷ୍ପତି ନେଇଛନ୍ତି ରାଜ୍ୟ ସରକାର ।

Post Views19 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!