ଦୁଇ ଦିନିଆ ମୁମ୍ବାଇ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଓଡ଼ିଶାରେ ଦୁଇ ଦୁଇ ଥର ହକି ବିଶ୍ବକପ୍ ଆୟୋଜନ କରି ପ୍ରଶଂସା ସାଉଣ୍ଟିଛନ୍ତି ରାଜ୍ୟ ସରକାର । ନିକଟରେ ରାଉରକେଲାରେ ବିଶ୍ବର ସର୍ବବୃହତ ହକି ଷ୍ଟାଡିୟମକୁ ମାତ୍ର ବର୍ଷକରେ ନିର୍ମାଣ କରି ରେକର୍ଡ କରିଥିଲେ ରାଜ୍ୟ ସରକାର ।

ବିର୍ସାମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମରେ ଏକା ସାଙ୍ଗରେ ୨୦ ହଜାର ଦର୍ଶକ ବସିବାର କ୍ଷମତା ରହିଛି । ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କୁ ସମ୍ମାନିତ କରାଯିବ ।

ଆଜିଠୁ ଦୁଇ ଦିନିଆ ମୁମ୍ବାଇ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କ୍ରୀଡ଼ାର ବିକାଶରେ ଓଡ଼ିଶାର ଅବଦାନ ପାଇଁ ସମ୍ମାନିତ ହେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

Post Views16 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!