ଖୁବଶୀଘ୍ର ନିଯୁକ୍ତି ପାଇବେ ୫ ହଜାର ଡାକ୍ତର

ରାଜ୍ୟରେ IPHS ନିୟମ ଅନୁସାରେ ହଜାରେ ରୋଗୀରେ ଶଯ୍ୟା ସଂଖ୍ୟା ୧ ପ୍ରତିଶତ ରହିବା କଥା । ଯାହାକୁ ହାସଲ କରିବା ଦିଗରେ ରାଜ୍ୟ ସରକାର କାମ ଚଳାଇଛନ୍ତି ବୋଲି ବିଧାନସଭାରେ ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ନିରଞ୍ଜନ ପୂଜାରୀ ।

ଖୁବଶୀଘ୍ର ରାଜ୍ୟରେ ଦୁଇଟି ପର୍ଯ୍ୟାୟରେ ନିଯୁକ୍ତି ପାଇବେ ୫ ହଜାର ଡାକ୍ତର । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ରାଇରଙ୍ଗପୁରକୁ ଡାକ୍ତର ଦିଆଯିବ ବୋଲି ଗୃହରେ ଘୋଷଣା କରିଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ନିରଞ୍ଜନ ପୂଜାରୀ ।

ସେହିପରି ବର୍ତ୍ତମାନ ରାଜ୍ୟରେ ପ୍ରତି ହଜାରେ ରୋଗୀରେ ୦.୭% ଶଯ୍ୟା ଅଛି ।

Post Views27 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!