ଇଣ୍ଡିଆ ଟୁଡେ ପର୍ଯ୍ୟଟନ ସମ୍ମିଳନୀରେ ୩ଟି ବର୍ଗରେ ଓଡ଼ିଶା ପର୍ଯ୍ୟଟନ ବିଭାଗ ସମ୍ମାନିତ

ଇଣ୍ଡିଆ ଟୁଡେ ପର୍ଯ୍ୟଟନ ସମ୍ମିଳନୀରେ ଓଡ଼ିଶା ପର୍ଯ୍ୟଟନ ବିଭାଗ ୩ଟି ବର୍ଗରେ ସମ୍ମାନିତ । କୋଣାର୍କକୁ ମିଳିଲା ଶ୍ରେଷ୍ଠ ଆଇକନିକ ପୁରସ୍କାର । ଏନେଇ ବିଭିନ୍ନ ମହଲରେ ଖୁସିର ଲହରୀ ଖେଳିଯାଇଛି ।

ପ୍ରକୃତିର ବିସ୍ମୟ ଭିତରକନିକା । ୬୭୨ ବର୍ଗ କିଲୋମିଟର ବ୍ୟାପ୍ତ ଭିତରକନିକା ଅଭୟାରଣ୍ୟ ଓ ୧୪୫ ବର୍ଗ କିଲୋମିଟର ବିଶିଷ୍ଟ ଭିତରକନିକା ଜାତୀୟ ଉଦ୍ୟାନର ଜୈବ ବିବିଧତା ପ୍ରକୃତି ପ୍ରେମୀଙ୍କୁ ଆକୃଷ୍ଟ କରିଆସିଛି ।

ଜୈବ ବିବିଧତା ପାଇଁ ଭିତରକନିକାକୁ ଆନ୍ତର୍ଜାତୀକ ରାମସାର ସାଇଟ ମାନ୍ୟତା ବି ମିଳିଛି ।ସେହିପରି ପୁରୀ ରଥଯାତ୍ରା ଶ୍ରେଷ୍ଠ ପାର୍ବଣ ସ୍ଥଳ । ଶ୍ରେଷ୍ଠ ବନ୍ୟଜନ୍ତୁ ଭାବେ ଭିତରକନିକା ପୁରସ୍କୃତ ହୋଇଛି ।

Post Views19 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!