ଆସନ୍ତାକାଲିଠୁ ରଙ୍ଗେଇଲୁଣ୍ଡା-ଭୁବନେଶ୍ୱର ଯାତାୟତ କରିବ ବିମାନ

ଆସନ୍ତା ଏପ୍ରିଲ 17 ତାରିଖଠାରୁ ଆରମ୍ଭ ହେବ ଗଞ୍ଜାମର ରଙ୍ଗେଇଲୁଣ୍ଡାରୁ ଭୁବନେଶ୍ୱର ଓ ଭୁବନେଶ୍ୱରରୁ ରଙ୍ଗେଇଲୁଣ୍ଡାକୁ ସ୍ୱତନ୍ତ୍ର ଚାର୍ଟର ବିମାନସେବା ବୋଲି କମ୍ପାନୀ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ଦିଆଯାଇଛି।
ବେଙ୍ଗାଳୁରୁରୁ ଭୁବନେଶ୍ୱର ଓ ଭୁବନେଶ୍ୱରରୁ ପୁଣେ ଏବଂ ପୁଣେରୁ ଭୁବନେଶ୍ୱରକୁ ମଧ୍ୟ ଉଡ଼ିବ ବିମାନ । ସେହିପରି ଜେଟ୍ ଏରିନା ପକ୍ଷରୁ ଆକାଶ ଏୟାର ଲାଇନ୍ସ ଓଡ଼ିଶାରେ ଆରମ୍ଭ କରିବ ବିମାନ ସେବା ।

Post Views13 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!