ପରୀକ୍ଷା କେନ୍ଦ୍ର ପରିଦର୍ଶନ କଲେ ଗଣଶିକ୍ଷା ମନ୍ତ୍ରୀ

ଆଜି ଠାରୁ ଆରମ୍ଭ ହୋଇଛି ମାଟ୍ରିକ ସମେଟିଭ ୨ ପରୀକ୍ଷା। ଶାନ୍ତି ଶୃଙ୍ଖଳା ସହ ପରୀକ୍ଷା ଆରମ୍ଭ ହୋଇଛି। ପିଲାମାନେ ପ୍ରଶ୍ନ ପତ୍ର ପାର୍ଟନ ପୂର୍ବରୁ ଜାଣିଛନ୍ତି। ସମେଟିଭ 1 ପରୀକ୍ଷା ଦେଇଛନ୍ତି।

ଭୁବନେଶ୍ୱର ଡୁମଡୁମା ନିକଟରେ ଥିବା ସୟଦ ମମତାଜ ଅଲି ହାଇସ୍କୁଲ ପରୀକ୍ଷା କେନ୍ଦ୍ର ପରିଦର୍ଶନ କଲେ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ।

ତେଣୁ ଡ଼ରିବାର ଆଵଶ୍ୟକତା ନାହିଁ। ପିଲାମାନେ ନିଶ୍ଚିତ ଭାବେ ଭଲ କରିବେ ବୋଲି କହିଛନ୍ତି ମନ୍ତ୍ରୀ ।

Post Views18 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!