ସୁନ୍ଦରଗଡ଼, ବାଲେଶ୍ବର, ଭଦ୍ରକ ଓ କେନ୍ଦୁଝର ଆକାଶରେ ଶୁଭିଛି ଭୟଙ୍କର ଶବ୍ଦ। କୋଠାଘର ଥରିବା ସାଙ୍ଗକୁ କବାଟ ଓ ଝରକା ହଲିବାକୁ ଲାଗିଥିଲା। ଶବ୍ଦ କେଉଁଠୁ ଆସିଲା ସେନେଇ ସ୍ପଷ୍ଟ ସୂଚନା ମିଳିପାରିନାହିଁ । ତେବେ ଦୁଇ ସପ୍ତାହ ପୂର୍ବରୁ ଆକାଶରେ ଏହିପରି ପ୍ରଚଣ୍ଡ ଶବ୍ଦ ଶୁଭିଥିଲା ।
Related Posts
OSSSC ଅଫିସ୍ ଆଗରେ ପରୀକ୍ଷାର୍ଥୀ ଙ୍କ ପ୍ରତିବାଦ
OSSSC ଦ୍ବାରା ପରିଚାଳିତ କମ୍ବାଇନ୍ଡ ରିକ୍ରୁଟମେଣ୍ଟ ପରୀକ୍ଷାରେ ଅନିୟମିତତା ଅଭିଯୋଗରେ ତାତିଲେ ପରୀକ୍ଷାର୍ଥୀ। ଯୋଗ୍ୟ ମେରିଟ ତାଲିକାରୁ ବାଦ୍ ପଡିଥିବା…
ନୂଆପଡ଼ାରେ ପ୍ରଚାର ପାଇଁ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ନୂଆପଡ଼ାରେ ପ୍ରଚାର ପାଇଁ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପ୍ରଥମେ ସୁନାବେଡ଼ା ଅଭୟାରଣ୍ୟରେ ସୁନାଦେଇଙ୍କୁ ଦର୍ଶନ କରିବେ ।…
ବନ୍ଧା ହେଲେ ତାଳଚେର ଖଣି ଉପନିର୍ଦ୍ଦେଶକ
ଅନୁଗୁଳ ଜିଲ୍ଲା ତାଳଚେର ଖଣି ଉପନିର୍ଦ୍ଦେଶକ (ଡିଡିଏମ୍)ଙ୍କର ଅମାପ ସମ୍ପତ୍ତି ବାହାରିବା ପରେ ତାଙ୍କୁ ବାନ୍ଧିଛି ଭିଜିଲାନ୍ସ। ଗତକାଲି ଖଣି…

