ବିଜେଡିର ୩୦ ଜିଲ୍ଲା ପାଇଁ ପର୍ଯ୍ଯବେକ୍ଷକ ନିଯୁକ୍ତ

ବିଜେଡିର ୩୦ ଜିଲ୍ଲା ପାଇଁ ପର୍ଯ୍ଯବେକ୍ଷକ ନିଯୁକ୍ତ । ରାଜ୍ୟର ସବୁ ଜିଲ୍ଲା ପାଇଁ ନୂଆ ପର୍ଯ୍ଯବେକ୍ଷକଙ୍କୁ ଦଳର ସଭାପତି ନବୀନ ପଟ୍ଟନାୟକ ନିଯୁକ୍ତି ଦେଇଛନ୍ତି।

ଏହି ନୂଆ ତାଲିକାକୁ ଜାରିକରିଛନ୍ତି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ।

ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କୁ ୪ ଜିଲ୍ଲାର ଦାୟିତ୍ବ ଦିଆଯାଇଛି। ସେହପିର ପର୍ଯ୍ୟବେକ୍ଷକ ତାଲିକାରେ ୯ ମନ୍ତ୍ରୀ ସାମିଲ ରହିଛନ୍ତି ।

Post Views1 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!