ରାଜ୍ୟରେ ୯୨ କୋରୋନା ଆକ୍ରାନ୍ତ ଚିହ୍ନଟ

ପୁଣି ଥରେ କାୟା ମେଲାଉଛି କୋରୋନା। ରାଜ୍ୟରେ କରୋନା ସଂକ୍ରମଣ ଧିରେ ଧିରେ ବଢ଼ୁଛି । ଆଜି ୯୨ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି ।

ସୂଚନା ଅନୁସାରେ ଦୀର୍ଘ ଦିନ ପରେ ପୁଣି ଥରେ କୋରୋନା ସଂଖ୍ୟା ବୃଦ୍ଧି ପାଇଛି ରାଜ୍ୟରେ ନବରଙ୍ଗପୁର ଜିଲ୍ଲାରେ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶ ଓ ରାଜ୍ୟରେ ସଂକ୍ରମଣ ବୃଦ୍ଧି ପାଉଥିବାରୁ ଟେଷ୍ଟିଂ ଓ ସର୍ଭେଲାନ୍ସକୁ ବୃଦ୍ଧି କରାଯାଇଛି । ଅଧିକ ଟେଷ୍ଟିଂ ହେଉଥିବାରୁ ଆଗକୁ ସଂକ୍ରମଣ ସଂଖ୍ୟା ବୃଦ୍ଧି ପାଇବ ବୋଲି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର କହିଛନ୍ତି ।

Post Views106 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!