ଗ୍ଲୋବାଲ ଏନ୍‌ସିଏପି ପରୀକ୍ଷଣରେ ସ୍କୋଡାର ସଫଳତା

ଦେଶର ପ୍ରମୁଖ ଅଟୋମୋବାଇଲ କମ୍ପାନୀ ସ୍କୋଡା ଅଟୋ ଇଣ୍ଡିଆକୁ ନିକଟରେ ଏକ ଅନ୍ତଃରାଷ୍ଟ୍ରୀୟ ସ୍ବୀକୃତି ଓ ସଫଳତା ପ୍ରଦାନ କରାଯାଇଛି।

ଏପରିକି ଭାରତ ବଜାରରେ ବ୍ରାଣ୍ଡ୍ ନିରାପତ୍ତା ଏବଂ କ୍ରାସ୍ ଯୋଗ୍ୟ ପ୍ରବୃତ୍ତି ସ୍ଥିତିରେ ବିକାଶ ଧାରା ଜାରି ରଖିଛି। ବିଶେଷକରି ସ୍କୋଡା ସ୍ଲାଭିଆ ସେଡାନ ଗ୍ଲୋବାଲ ନ୍ୟୁ କାର୍ ଆସେସ୍‌ମେଣ୍ଟ ପ୍ରୋଗ୍ରାମ (ଗ୍ଲୋବାଲ ଏନ୍‌ସିଏପି) କ୍ରାସ୍ ଟେଷ୍ଟରେ ୫ରୁ ୫ ରେଟିଂ ହାସଲ କରିଛି। ବିଶ୍ୱସ୍ତରୀୟ ଏନ୍‌ସିଏପି ଦ୍ୱାରା ପରୀକ୍ଷିତ ହୋଇ ସ୍ଲାଭିଆ ସୁରକ୍ଷିତ କାର୍‌ରେ ପରିଣତ ହୋଇଛି।

ସ୍କୋଡା ଅଟୋ ଇଣ୍ଡିଆର ବ୍ରାଣ୍ଡ୍ ନିର୍ଦ୍ଦେଶକ ପିଟର ସୋଲ୍କ କହିଛନ୍ତି, ବ୍ରାଣ୍ଡ୍ ରଣନୀତିର ଏକ ଅଂଶ ଭାବେ ଆମେ ଆମର ଗ୍ରାହକଙ୍କ ସୁରକ୍ଷା ଉପରେ କୌଣସି ଆପୋସ ବୁଝାମଣା କରି ନ ଥାଉ। ଏପରିକି ଆମର ଦ୍ୱିତୀୟ ଇଣ୍ଡିଆ ୨.୦ କାର୍ ସ୍ଲାଭିଆ ଗ୍ଲୋବାଲ ଏନ୍‌ସିଏପି ସୁରକ୍ଷା ପରୀକ୍ଷଣରେ ୫ ଷ୍ଟାର ରେଟିଂ ହାସଲ କରିଛି।

Post Views63 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!