ରାଜ୍ୟରେ ୩ ଦିନ ପାଇଁ ହିଟ ୱେଭ ଓ୍ବାର୍ନିଂ ଜାରି

ରାଜ୍ୟରେ ଜାରି ରହିଛି ଅସହ୍ୟ ତାତି। ଦିନ ବେଳା ବାହାରକୁ ଆସିବା ମୁସ୍କିଲ ହୋଇପଡୁଛି।

ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ରାଜ୍ୟରେ ୩ ଦିନ ପାଇଁ ହିଟ ୱେଭ ଓ୍ବାର୍ନିଂ ଜାରି କରିଛି।

ପାଣିପାଗ ବିଭାଗ ଅନୁଯାୟୀ, ଆଗାମୀ ୪ ଦିନ ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ ଦିନ ତାପମାତ୍ରା ଧୀରେ ଧୀରେ ୩ ରୁ ୪ ଡିଗ୍ରୀ ଯାଏ ବୃଦ୍ଧି ସମ୍ଭାବନା ରହିଛି।

ଏହାକୁ ଦୃଷ୍ଟିରେ ରଖି ୧୩, ୧୪ ଏବଂ ୧୫ ତାରିଖରେ କିଛି ଆଭ୍ୟନ୍ତରୀଣ ଜିଲାରେ ଗ୍ରୀଷ୍ମ ପ୍ରବାହ ପାଇଁ ପାଣିପାଗ ବିଭାଗ ଚେତାବନୀ ଦେଇଛି।

Post Views2 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!