ଏଣିକି ମାସ୍କ ପିନ୍ଧିବା ହେବ ବାଧ୍ୟତାମୂଳକ

ରାଜ୍ୟରେ କୋଭିଡ ସଂକ୍ରମଣ ବୃଦ୍ଧି ପାଉଛି। ଏଥିଲାଗି ୫୦ହଜାର ଟୀକା ପାଇଁ କେନ୍ଦ୍ରକୁ ଚିଠି ଲେଖାଯାଇଚି। ତେବେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ ନିଷ୍ପତ୍ତି ନେବେ ସରକାର।

କୋଭିଡ ଟିକା ପାଇଁ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ କେନ୍ଦ୍ରକୁ ଚିଠି ଲେଖିଥିବା ଜଣାଯାଇଛି। ଏନେଇ ପରିବାର କଲ୍ୟାଣ ନିର୍ଦେଶକ ବିଜୟ ପାଣିଗ୍ରାହୀ ସୂଚନା ଦେଇଛନ୍ତି।

ସଂକ୍ରମଣର ଭୟାବହତା କମ ଅଛି। ସେତେ ସିରିୟସ ହେଉନାହାନ୍ତି ରୋଗୀ। ମେଡିକାଲରେ ବି କମସଂଖ୍ୟକ ସଂକ୍ରମିତ ଭର୍ତ୍ତି ହେଉଛନ୍ତି।ଏଯାଏ ଆଇସିୟୁର ବ୍ୟବହାର ହୋଇନାହିଁ। ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ରାଜ୍ୟର କୋଭିଡ ସ୍ଥିତି ସଂପର୍କରେ ସଚେତନତା ଅଛି। ଏହାର ସମୀକ୍ଷା ହେଉଛି।

Post Views70 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!