ଭିଜିଲାନ୍ସ ଜାଲରେ ହିନ୍ଦୋଳ ବ୍ଲକ ଶିକ୍ଷାଧିକାରୀ

ଭିଜିଲାନ୍ସ ଜାଲରେ ହିନ୍ଦୋଳ ବ୍ଲକ ଶିକ୍ଷାଧିକାରୀ ଶାନ୍ତନୁ କୁମାର ମଲ୍ଲିକ । ହିନ୍ଦୋଳ ବ୍ଲକ ବ୍ରହ୍ମପୁର ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ଅଦ୍ୱୈତ ସାମଲଙ୍କ ଠାରୁ ୧୦ ହଜାର ଟଙ୍କା ଲାଞ୍ଚ ନେଲା ବେଳେ ଧରିଲା ଭିଜିଲାନ୍ସ।

ଏହାପରେ ଏକକାଳୀନ ୩ଟି ଜାଗାରେ ଚଢ଼ାଉ କରିଛି ଭିଜିଲାନ୍ସ। ଭଦ୍ରକ ସ୍ଥିତି ଘର ,ହି ନ୍ଦୋଳ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ଯାଳୟ ଓ ଖଜୁରିଆକଟା ଭଡା ଘରେ ରେଡ କରିଛି ଭିଜିଲାନ୍ସ ।

ମହଙ୍ଗା ଭତ୍ତା ଓ ମାସିକ ଦରମା ବୃଦ୍ଧି ପାଇଁ ଲାଞ୍ଚ ନେଉଥିଲେ ବିଇଓ । ବିଇଓଙ୍କ ପାଖରୁ ନଗଦ ୯୧ ହଜାର ଟଙ୍କା ଜବତ କରିଛି ଭିଜିଲାନ୍ସ ।

Post Views2 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!