ନର୍ସ ଓ ଫାର୍ମାସିଷ୍ଟଙ୍କ ଆନ୍ଦୋଳନ ଉପରେ ଲାଗିଲା ରୋକ୍

ନର୍ସ ଓ ଫାର୍ମାସିଷ୍ଟଙ୍କ ଆନ୍ଦୋଳନ ଉପରେ ଲାଗିଲା ରୋକ୍ । ଏଣିକି ଆଉ ସ୍ୱାସ୍ଥ୍ୟକର୍ମୀମାନେ ଆନ୍ଦୋଳନ କରିପାରିବେନି ।

ଆଗାମୀ ୬ମାସ ଯାଏ ଆନ୍ଦୋଳନ ଉପରେ ରୋକ୍ ଲଗାଇଛନ୍ତି ପ୍ରଶାସନ । ଜରୁରୀ ସେବା ଆଇନ୍ ୧୯୮୮ ଆଧାରରେ ଏହି କଟକଣା ଲଗାଯାଇଛି ।

ସ୍ୱାସ୍ଥ୍ୟ ବିଭାଗର ଅନ୍ୟ କର୍ମଚାରୀମାନଙ୍କ ଉପରେ ମଧ୍ୟ ଏହି କଟକଣା ଲାଗୁ କରାଯାଇଛି । ସ୍ୱାସ୍ଥ୍ୟ କର୍ମୀଙ୍କ ଏହି କାମ ଛାଡ ଆନ୍ଦୋଳନକୁ ବାରଣ କରାଯାଇିଛି ।

Post Views11 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!