କାଲି ଦେଇଥିଲେ ପରୀକ୍ଷା, ଆଜି କଲେ ହଷ୍ଟେଲରେ ଛାତ୍ରୀ ଆତ୍ମହତ୍ୟା

ରାଜଧାନୀ ଭୁବନେଶ୍ୱରରେ ପୁଣି ଜଣେ ଛାତ୍ରୀଙ୍କ ଆତ୍ମହତ୍ୟା ହଷ୍ଟେଲ ରୁମରେ ଓଢଣୀରେ ଫାଶୀ ଲଗାଇ ଆତ୍ମହତ୍ୟା କରିଥିବା ଜଣା ପଡ଼ିଛି ଚନ୍ଦକା ଥାନା ଗୋଠପାଟଣାରେ ଥିବା ଘରୋଇ ବିଶ୍ବବିଦ୍ୟାଳୟ ଭିତରେ ଘଟିଛି ଘଟଣା ବିଏସସି ଡାଟା ସାଇନ୍ସର ଦ୍ଵିତୀୟ ବର୍ଷ ଛାତ୍ରୀ ଅର୍ଚ୍ଚନା ଦାସ ଆତ୍ମହତ୍ୟା କରିଛନ୍ତି କେନ୍ଦୁଝରରୁ ଆସି ଅର୍ଚ୍ଚନା ଏଠି ପାଠ ପଢ଼ୁଥିଲେ

ଗତକାଲି ପରୀକ୍ଷା ଦେଇ ଆସିବା ପରେ ରୁମ୍ ଭିତରେ ଏଭଳି କରିଥିବା ଜଣା ପଡ଼ିଛି ତେବେ ହଷ୍ଟେଲ କର୍ତ୍ତୃପକ୍ଷ ବିନା ପୋଲିସ ଉପସ୍ଥିତିରେ ଓ ବିନା ପରିବାର ଲୋକଙ୍କ ଉପସ୍ଥିତିରେ ଅର୍ଚ୍ଚନାକୁ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରି ଘରୋଇ ହସ୍ପିଟାଲରେ ଭର୍ତ୍ତି କରିଥିଲେ। ଘଟଣାକୁ ନେଇ ପରିବାର ଲୋକ ହଷ୍ଟେଲ କର୍ତ୍ତୃପକ୍ଷଙ୍କ ଦାୟିତ୍ବ ହୀନତାକୁ ଦାୟୀ କରିଛନ୍ତି ପରିବାର ଲୋକ

Post Views45 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!