ଓଡ଼ିଶା ସ୍କିଲ କନକ୍ଲେଭ ୨୦୨୩

ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମରେ ଆଜିଠାରୁ ଆରମ୍ଭ ହୋଇଛି ସ୍କିଲ ଡେଭଲପମେଣ୍ଟ କନକ୍ଲେଭ ୨୦୨୩ ୨୨ ତାରିଖ ଯାଏଁ ଚାଲିବ ଏହି କନକ୍ଲେଭ । ବିଶ୍ୱସ୍ତରରେ ରେକର୍ଡ କରିଥିବା ଓଡ଼ିଆ ପିଲାଙ୍କ ସାମର୍ଥ୍ୟର ସୋ-କେସିଂ ପାଇଁ ଏଭଳି ସ୍କିଲ୍ କନକ୍ଲେଭର ଆୟୋଜନ କରାଯାଇଛି ।

ଏହି ସ୍କିଲ କନକ୍ଲେଭକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି କନକ୍ଲେଭରେ ୭ଟି ସେସନ ରହିବ ।

ଏଥିରେ ବିଭିନ୍ନ ପଲିଟେକନିକ୍, ବୈଷୟିକ ଶିକ୍ଷାନୁଷ୍ଠାନ, ଇଞ୍ଜିନିୟରିଂ କଲେଜର ପ୍ରାୟ ୩ ହଜାର ଶିକ୍ଷାର୍ଥୀ ଓ ଶିଳ୍ପପତି ଅଂଶଗ୍ରହଣ କରିଛନ୍ତି । ମେକ୍ ଇନ୍ ଓଡ଼ିଶାର ପାର୍ଟ-୨ ହେଉଛି ଏହି ବିଶ୍ବସ୍ତରୀୟ ଦକ୍ଷତା ଉତ୍ସବ। ଏଥିରେ ବି ଏସଏଚଜି ମହିଳା ମଧ୍ୟ ସାମିଲ ହୋଇଛନ୍ତି ।

Post Views7 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!