ଭିଜିଲାନ୍ସ ପ୍ରଦୀପ ପାଣିଗ୍ରାହୀଙ୍କ ନାଁରେ ୩ ହଜାର ପୃଷ୍ଠାର ଚାର୍ଜସିଟ୍ ଦାଖଲ କଲା

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ୩ ହଜାର ପୃଷ୍ଠାର ଚାର୍ଜସିଟ୍ ଦାଖଲ କରିଛି ଭିଜିଲାନ୍ସ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତଦନ୍ତ କରୁଛି ଭିଜିଲାନ୍ସ। ୨୦୨୧ ଅକ୍ଟୋବର ମାସରେ ଭିଜିଲାନ୍ସ ରେଡ୍ କରିଥିଲା।

ସ୍ୱତନ୍ତ୍ର କୋର୍ଟ ସ୍ପେଶାଲ ଜଜଙ୍କ ନିକଟରେ ଚାର୍ଜସିଟ୍ ଦାଖଲ ହୋଇଛି। ପ୍ରଦୀପ ପାଣିଗ୍ରାହୀ ଏବେ ଗୋପାଳପୁର ବିଧାୟକ ଅଛନ୍ତି।

ତାଙ୍କ ବିରୋଧରେ ୯ କୋଟି ୧୮ଲକ୍ଷ ୧୩ ହଜାର ୭ ଟଙ୍କାର ଆୟ ବହିର୍ଭୂତ ଟଙ୍କା ଠାବ ହୋଇଥିଲା।

Post Views124 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!