ବିନା ସୁଧରେ ଚାଷୀ ପାଇବେ ଋଣ

ରାଜ୍ୟ ସରକାରଙ୍କ ପକ୍ଷରୁ କୃଷକମାନଙ୍କୁ ବିନା ସୁଧରେ ୧ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଓ ୧ରୁ ୩ ଲକ୍ଷ ପର୍ଯ୍ୟନ୍ତ ଋଣ ମାତ୍ର ୨ ପ୍ରତିଶତ ସୁଧରେ ଯୋଗାଇ ଦିଆଯାଉଛି ।ଦ୍ୱିତୀୟ ପର୍ଯ୍ୟାୟରେ ଦିଆଯାଉଥିବା ଏହି ସୁଧ ରିହାତି ଦ୍ୱାରା ୩୫ ଲକ୍ଷରୁ ଅଧିକ ଚାଷୀ ପରିବାର ଉପକୃତ ହେବେ ।

ଦ୍ୱିତୀୟ ପର୍ଯ୍ୟାୟରେ ଚାଷୀଙ୍କୁ ସୁଧ ରିହାତି ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସମବାୟ ବ୍ୟାଙ୍କ ଓ ପ୍ରାଥମିକ କୃଷି ସମବାୟ ସମିତି ଜରିଆରେ ଚାଷୀମାନଙ୍କୁ ଏହି ସୁଧ ରିହାତି ପ୍ରଦାନ କରାଯିବ ।

୪୪୧. ୮୨ କୋଟି ଟଙ୍କା ଏହି ପର୍ଯ୍ୟାୟରେ ଋଣ ରିହାତି ଦିଆଯିବ ବୋଲି ଘୋଷଣା କରାଯାଇଛି । ରାଜ୍ୟରେ ଚାଷ ଓ ଚାଷୀଙ୍କ ଉନ୍ନତି ପାଇଁ ରାଜ୍ୟ ସରକାର ଏହିପରି ଏକ ଯୋଜନା କରିଛନ୍ତି ।

Post Views35 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!