ବାତ୍ୟା ନେଇ ବଢିଲା ସମ୍ଭାବନା !

୬ତାରିଖରେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ । ମିଆଁମାର ଓ ବାଂଲାଦେଶ ଉପକୂଳ ଅତିକ୍ରମ କରିବା ନେଇ ବିଭିନ୍ନ ମଡେଲ ଆକଳନ କରିଛନ୍ତି ।

ଏହା ପ୍ରଭାବରେ ୭ତାରିଖରେ ଲଘୁଚାପ ସୃଷ୍ଟି ହୋଇପାରେ । ୮ରେ ନେଇପାରେ ଅବପାତର ରୂପ । କ୍ରମେ ଏହା ଉତ୍ତର ଦିଗକୁ ଗତି କରିବାର ସମ୍ଭାବନା ରହିଛି ।

୯ତାରିଖରେ ଏହା କେନ୍ଦ୍ରୀୟ ବାତ୍ୟାର ରୂପ ନେଇପାରେ । କ୍ରମଶଃ ଏହା ଅତି ଭୀଷଣ ବାତ୍ୟା ପର୍ଯ୍ୟନ୍ତ ଯାଇପାରେ ।

Post Views4 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!